୧ କରିନ୍ଥୀୟ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ତଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ। Viz kapitolaଓଡିଆ ବାଇବେଲ19 ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ । Viz kapitolaପବିତ୍ର ବାଇବଲ (CL) NT (BSI)19 କିନ୍ତୁ ମଣ୍ଡଳୀର ଉପାସନାରେ ଅଲୌକିକ ଭାଷାରେ ହଜାର ହଜାର ଶବ୍ଦ ବ୍ୟବହାର ନ କରି ବରଂ ସମସ୍ତଙ୍କର ବୋଧଗମ୍ୟ ହେବା ଭଳି ପାଞ୍ଚଟି ଶବ୍ଦ କହିବା ଉଚିତ୍ ବୋଲି ମୁଁ ମନେକରେ। Viz kapitolaପବିତ୍ର ବାଇବଲ19 କିନ୍ତୁ ମଣ୍ଡଳୀରେ ଅନ୍ୟ ଭାଷାରେ ହଜାର ହଜାର କଥା କହିବା ଅପେକ୍ଷା ବରଂ ସେମାନେ ବୁଝୁଥିବା ପାଞ୍ଚୋଟି କଥା କହିବାକୁ ଭଲ ପାଏ। ଏହା ଦ୍ୱାରା ମୁଁ ନିଜେ ବୁଝି ପାରିବି ଓ ଅନ୍ୟ ଲୋକମାନଙ୍କୁ ଶିକ୍ଷା ଦେଇ ପାରିବି। Viz kapitola |