୧ କରିନ୍ଥୀୟ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ। Viz kapitolaଓଡିଆ ବାଇବେଲ26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ । Viz kapitolaପବିତ୍ର ବାଇବଲ (CL) NT (BSI)26 ଭାଇମାନେ, ତୁମ୍ଭମାନଙ୍କୁ ମୋର କହିବାର ଉଦ୍ଦେଶ୍ୟ; ଉପାସନା କରିବା ନିମନ୍ତେ ସମବେତ ହେବା ସମୟରେ କେହି ଜଣେ ଗୀତ ଗାଉ, ଆଉ ଜଣେ ଶିକ୍ଷା ଦେଉ, କେହି ଜଣେ ଈଶ୍ୱରଙ୍କ ପ୍ରତ୍ୟାଦେଶ ପ୍ରକାଶ କରୁ, ଆଉ ଜଣେ ଅଲୌକିକ ଭାଷାରେ କଥା କହୁ ଏବଂ ଆଉ କେହି ଏହି ଅଜଣା ଭାଷାର ଅର୍ଥ ବୁଝାଇ ଦେଉ। ଏହିସବୁ ମଣ୍ଡଳୀର ପୁଷ୍ଟିସାଧନ ନିମନ୍ତେ କରାଯିବା ଆବଶ୍ୟକ। Viz kapitolaପବିତ୍ର ବାଇବଲ26 ତା'ହେଲେ, ଭାଇ ଓ ଭଉଣୀମାନେ, ତୁମ୍ଭେ କ’ଣ କରିବା ଉଚିତ୍? ତୁମ୍ଭେ ଯେତେବେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧ୍ୟରେ କେହି ଗୀତ ବା ଶିକ୍ଷା ବା ପରମେଶ୍ୱରଙ୍କ ନୂତନ ସତ୍ୟ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ। Viz kapitola |