୧ କରିନ୍ଥୀୟ 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)30 କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ। Viz kapitolaଓଡିଆ ବାଇବେଲ30 କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)30 କିନ୍ତୁ ଉପାସନାରେ ଉପସ୍ଥିତ ଥିବା କେହି ଯଦି ହଠାତ୍ ଈଶ୍ୱରଙ୍କଠାରୁ କୌଣସି ବାର୍ତ୍ତା ପାଆନ୍ତି, ତେବେ ଭାଷଣ ଦେଉଥିବା ବ୍ୟକ୍ତି ତାଙ୍କ ବକ୍ତବ୍ୟ ସ୍ଥଗିତ ରଖନ୍ତୁ। Viz kapitolaପବିତ୍ର ବାଇବଲ30 ଯଦି ସେଠାରେ ବସିଥିବା ଜଣେ ଲୋକ ପରମେଶ୍ୱରଙ୍କଠାରୁ ଏକ ନୂତନ ସତ୍ୟ ପାଏ, ତା'ହେଲେ ପ୍ରଥମ ବକ୍ତା ଚୁପ୍ ହୋଇଯିବା ଉଚିତ୍। Viz kapitola |