Online Bible

- Reklamy -




୧ କରିନ୍ଥୀୟ 14:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 କଅଣ? ଈଶ୍ଵରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?

Viz kapitola kopírovat

ଓଡିଆ ବାଇବେଲ

36 କ'ଣ ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି ? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଈଶ୍ୱରଙ୍କ ବାକ୍ୟ କଅଣ ତୁମ୍ଭମାନଙ୍କ ମଧ୍ୟରୁ ଉତ୍ପନ୍ନ ହୋଇଥିଲା ଅଥବା ଏହା କ’ଣ କେବଳ ତୁମ୍ଭମାନଙ୍କ ନିକଟକୁ ଆସିଥିଲା?

Viz kapitola kopírovat

ପବିତ୍ର ବାଇବଲ

36 ପରମେଶ୍ୱରଙ୍କ ବାକ୍ୟ କ’ଣ ତୁମ୍ଭମାନଙ୍କଠାରୁ ଆସିଥିଲା କି? ନା। ଅଥବା ସେହି ବାକ୍ୟ କ’ଣ କେବଳ ତୁମ୍ଭମାନଙ୍କ ପାଖରେ ପହଞ୍ଚିଥିଲା? ନା।

Viz kapitola kopírovat




୧ କରିନ୍ଥୀୟ 14:36

Následuj nás:

Reklamy


Reklamy