୧ କରିନ୍ଥୀୟ 14:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକା; ଚେଷ୍ଟା କରୁ; ପୁଣି, ପରଭାଷାରେ କଥା କହିବାକୁ ମନା ନ କର। Viz kapitolaଓଡିଆ ବାଇବେଲ39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର । Viz kapitolaପବିତ୍ର ବାଇବଲ (CL) NT (BSI)39 ତେଣୁ ଭାଇମାନେ, ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ପାଇଁ ଆଗ୍ରହାନ୍ୱିତ ହୁଅ। କିନ୍ତୁ ଅଲୌକିକ ଭାଷାରେ କଥା କହିବା ପାଇଁ କାହାକୁ ନିଷେଧ କର ନାହିଁ। Viz kapitolaପବିତ୍ର ବାଇବଲ39 ଅତଏବ, ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଭବିଷ୍ୟଦ୍ବାଣୀ କହିବା ପାଇଁ ଏକାନ୍ତ ଚେଷ୍ଟା କର। କିନ୍ତୁ ବିଭିନ୍ନ ଭାଷାରେ କହିବାକୁ ଅନ୍ୟମାନଙ୍କୁ ବାଧା ଦିଅ ନାହିଁ। Viz kapitola |