୧ କରିନ୍ଥୀୟ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; Viz kapitolaଓଡିଆ ବାଇବେଲ1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ମୁଁ ଯେଉଁ ଶୁଭ ବାର୍ତ୍ତା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଅଛି, ଯାହା ତୁମ୍ଭେମାନେ ଗ୍ରହଣ କରିଅଛ ଏବଂ ଯାହା ଉପରେ ତୁମ୍ଭମାନଙ୍କର ବିଶ୍ୱାସ ପ୍ରତିଷ୍ଠିତ, ସେହି ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବା ପାଇଁ ମୁଁ ଚାହେଁ। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ। Viz kapitola |