Online Bible

- Reklamy -




୧ କରିନ୍ଥୀୟ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ଵାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।

Viz kapitola kopírovat

ଓଡିଆ ବାଇବେଲ

17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ପଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କ ବିଶ୍ୱାସ ମିଥ୍ୟା ଓ ତୁମ୍ଭେମାନେ ଏବେ ମଧ୍ୟ ପାପରେ ବୁଡ଼ି ରହିଛ।

Viz kapitola kopírovat

ପବିତ୍ର ବାଇବଲ

17 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉଠି ନାହାନ୍ତି, ତା'ହେଲେ ତୁମ୍ଭ ବିଶ୍ୱାସର କିଛି ମୂଲ୍ୟ ନାହିଁ। ତୁମ୍ଭେମାନେ ଏ ପର୍ଯ୍ୟନ୍ତ ନିଜ ନିଜ ପାପରେ ଅଛ।

Viz kapitola kopírovat




୧ କରିନ୍ଥୀୟ 15:17

Následuj nás:

Reklamy


Reklamy