୧ କରିନ୍ଥୀୟ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; Viz kapitolaଓଡିଆ ବାଇବେଲ23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; Viz kapitolaପବିତ୍ର ବାଇବଲ (CL) NT (BSI)23 କିନ୍ତୁ ପ୍ରତ୍ୟେକେ ନିରୂପିତ ସମୟରେ ପୁନରୁତ୍ôଥତ ହେବେ। ସର୍ବପ୍ରଥମେ ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। ତେଣୁ ତାଙ୍କର ଆଗମନ ସମୟରେ ତାଙ୍କ ଆଶ୍ରିତ ଲୋକମାନେ ପ୍ରଥମେ କାହିଁକି ଜୀବିତ ହେବେ। Viz kapitolaପବିତ୍ର ବାଇବଲ23 କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁତ୍ଥିତ ହେବେ। Viz kapitola |