୧ କରିନ୍ଥୀୟ 15:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)29 ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି? Viz kapitolaଓଡିଆ ବାଇବେଲ29 ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କ'ଣ କରିବେ ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)29 ମୃତମାନଙ୍କ ପାଇଁ ଯେଉଁମାନେ ଜଳଦୀକ୍ଷା ଗ୍ରହଣ କରନ୍ତି, ସେମାନଙ୍କ ବିଷୟରେ କ’ଣ କହିବା? କେତେକଙ୍କର ମତ ଅନୁଯାୟୀ, ଯଦି ମୃତମାନେ ପୁନରୁତ୍ଥିତ ହୁଅନ୍ତି ନାହିଁ, ସେମାନଙ୍କ ନିମନ୍ତେ ଅନ୍ୟମାନଙ୍କୁ କାହିଁକି ଜଳଦୀକ୍ଷା ଦିଆଯାଏ? Viz kapitolaପବିତ୍ର ବାଇବଲ29 ଯଦି ଲୋକମାନେ ମୃତ୍ୟୁରୁ ଆଦୌ ଉତ୍ଥିତ ହେବେ ନାହିଁ, ତା'ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହୋଇଛନ୍ତି, ସେମାନେ କ’ଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ହେବେ ନାହିଁ, ତା'ହେଲେ କାହିଁକି ସେମାନଙ୍କ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ? Viz kapitola |