Online Bible

- Reklamy -




୧ କରିନ୍ଥୀୟ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ଭାଇମାନେ, ଆମ୍ଭମାନଙ୍କର ଜୀବନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଥିବାରୁ, ତୁମ୍ଭମାନଙ୍କ ପାଇଁ ମୋର ଯେଉଁ ଗର୍ବ, ତାହାରି ଦୁହାଇ ଦେଇ କହୁଛି, ମୁଁ ପ୍ରତିଦିନ ମୃତ୍ୟୁ ମୁଖରେ ପତିତ ହେଉଛି।

Viz kapitola kopírovat

ପବିତ୍ର ବାଇବଲ

31 ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ।

Viz kapitola kopírovat




୧ କରିନ୍ଥୀୟ 15:31

Následuj nás:

Reklamy


Reklamy