୧ କରିନ୍ଥୀୟ 15:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି ଯେଉଁମାନେ ସ୍ଵର୍ଗୀୟ, ସେମାନେ ସ୍ଵର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ। Viz kapitolaଓଡିଆ ବାଇବେଲ48 ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)48 ପାର୍ଥିବ ମନୁଷ୍ୟ ସଦୃଶ। କିନ୍ତୁ ସ୍ୱର୍ଗୀୟ ସ୍ୱଭାବବିଶିଷ୍ଟ ମନୁଷ୍ୟମାନେ ସେହି ସ୍ୱର୍ଗୀୟ ସ୍ୱଭାବବିଶିଷ୍ଟ ମନୁଷ୍ୟମାନେ ସେହି ସ୍ୱର୍ଗୀୟ ମାନବଙ୍କ ସଦୃଶ। Viz kapitolaପବିତ୍ର ବାଇବଲ48 ଜଗତର ପ୍ରଥମ ମନୁଷ୍ୟ ଭଳି ପ୍ରତ୍ୟେକ ମନୁଷ୍ୟ ପୃଥିବୀର ଅଟନ୍ତି। କିନ୍ତୁ ଯେଉଁମାନେ ସ୍ୱର୍ଗର, ସେମାନେ ସ୍ୱର୍ଗରୁ ଆଗତ ସେହି ମନୁଷ୍ୟ ତୁଲ୍ୟ। Viz kapitola |