୧ କରିନ୍ଥୀୟ 15:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ଵରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ଵା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ। Viz kapitolaଓଡିଆ ବାଇବେଲ50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)50 ସୁତରାଂ ଭାଇମାନେ, ମୁଁ ତୁମ୍ଭମାନଙ୍କୁ କହିବାକୁ ଚାହେଁ ଯେ, ରକ୍ତ ମାଂସ ଶରୀର ଧରି ଆମ୍ଭେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇ ପାରିବା ନାହିଁ, କାରଣ ନଶ୍ୱର ବସ୍ତୁ ଅବିନଶ୍ୱରତା ଲାଭ କରିପାରେ ନାହିଁ। Viz kapitolaପବିତ୍ର ବାଇବଲ50 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭକୁ ଏ କଥା କହୁଛି ଯେ, ମାଂସ ଓ ରକ୍ତ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହୋଇ ପାରିବ ନାହିଁ। କ୍ଷୟ ଅକ୍ଷୟକୁ ଅଧିକାର କରି ପାରିବ ନାହିଁ। Viz kapitola |