୧ କରିନ୍ଥୀୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତଣଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରା-ପ୍ରାପ୍ତ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)6 ତା’ପରେ ସେ ଏକ ସଙ୍ଗେ ତାଙ୍କର ପାଞ୍ଚ ଶହରୁ ଅଧିକ ଅନୁଗାମୀଙ୍କୁ ଦର୍ଶନ ଦେଇଥିଲେ। ସେମାନଙ୍କ ମଧ୍ୟରୁ କେତେକ ଏବେ ଜଗତରେ ନାହାନ୍ତି, କିନ୍ତୁ ଅଧିକାଂଶ ଜୀବିତ ଅଛନ୍ତି। Viz kapitolaପବିତ୍ର ବାଇବଲ6 ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦେଖାଦେଇଥିଲେ। ତାହାଙ୍କ ମଧ୍ୟରୁ ଅଧିକାଂଶ ଲୋକ ଆଜି ମଧ୍ୟ ଜୀବିତ। କିନ୍ତୁ କେତେକ ମରି ଯାଇଛନ୍ତି। Viz kapitola |