୧ କରିନ୍ଥୀୟ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ। Viz kapitolaଓଡିଆ ବାଇବେଲ22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)22 ଯେ ପ୍ରଭୁଙ୍କୁ ପ୍ରେମ ନ କରେ, ସେ ଅଭିଶପ୍ତ ହେଉ। ‘ମାରାନା ଥା’ ଅର୍ଥାତ୍ ଆମର ପ୍ରଭୁ ଆସନ୍ତୁ। Viz kapitolaପବିତ୍ର ବାଇବଲ22 ଯଦି କିଏ ପ୍ରଭୁଙ୍କୁ ପ୍ରେମ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ୱରଙ୍କଠାରୁ ବିଚ୍ଛିନ୍ନ ହୋଇ ସେ ଅନନ୍ତକାଳ ପାଇଁ ବିନଷ୍ଟ ହେବ। ମାରାନାଥା ଅର୍ଥାତ୍ ପ୍ରଭୁ ଆସୁଛନ୍ତି। Viz kapitola |