୧ କରିନ୍ଥୀୟ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, Viz kapitolaଓଡିଆ ବାଇବେଲ5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, Viz kapitolaପବିତ୍ର ବାଇବଲ (CL) NT (BSI)5 ମୁଁ ମାସିଦୋନିଆ ପରିଭ୍ରମଣରେ ଯାଉଛି। ଭ୍ରମଣ ଶେଷ କରି ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି। Viz kapitolaପବିତ୍ର ବାଇବଲ5 ମୋର ମାକିଦନିଆ ବାଟ ଦେଇ ଯିବା କାର୍ଯ୍ୟକ୍ରମ ଅଛି। ମାକିଦନିଆ ବାଟ ଦେଇ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି। Viz kapitola |