୧ କରିନ୍ଥୀୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେପରି ଈଶ୍ଵରଙ୍କ ଦ୍ଵାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦତ୍ତ ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ଵରଙ୍କ ଆତ୍ମା ପାଇଅଛୁ। Viz kapitolaଓଡିଆ ବାଇବେଲ12 ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)12 ଆମେ ଜାଗତିକ ଆତ୍ମା ପ୍ରାପ୍ତ ହୋଇ ନାହୁଁ। କିନ୍ତୁ ଈଶ୍ୱରପ୍ରଦତ୍ତ ସମସ୍ତ ବିଷୟ ଜାଣି ପାରିବା ନିମନ୍ତେ ଈଶ୍ୱରପ୍ରେରିତ ଆତ୍ମାଙ୍କୁ ଗ୍ରହଣ କରିଛୁ। Viz kapitolaପବିତ୍ର ବାଇବଲ12 ଆମ୍ଭେ ଜଗତର ଆତ୍ମା ଦ୍ୱାରା ପରମେଶ୍ୱରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା। Viz kapitola |