୧ କରିନ୍ଥୀୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଆମ୍ଭେମାନେ ନିଗୂଢ଼ ତତ୍ତ୍ଵ ସ୍ଵରୂପ ଈଶ୍ଵରଙ୍କ ଜ୍ଞାନର କଥା କହୁଅଛୁ; ସେହି ଗୁପ୍ତ ଜ୍ଞାନ ଈଶ୍ଵର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। Viz kapitolaଓଡିଆ ବାଇବେଲ7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ମୁଁ ଈଶ୍ୱରଙ୍କ ନିଗୂଢ଼ ଜ୍ଞାନର କଥା ପ୍ରକାଶ କରୁଛି - ସେହି ଜ୍ଞାନ ମନୁଷ୍ୟଠାରୁ ଗୁପ୍ତ ରଖାଯାଇଛି, ଅଥଚ ଆମର ଗୌରବ ନିମନ୍ତେ ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଏହାକୁ ନିରୂପଣ କରିଥିଲେ। Viz kapitolaପବିତ୍ର ବାଇବଲ7 କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ। Viz kapitola |