୧ କରିନ୍ଥୀୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ। Viz kapitolaଓଡିଆ ବାଇବେଲ15 ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ । Viz kapitolaପବିତ୍ର ବାଇବଲ (CL) NT (BSI)15 ଯାହାର କାର୍ଯ୍ୟ ଧ୍ୱଂସ ପାଇବ, ସେ ସେଥିରୁ ବଞ୍ଚିତ ହେବ, କିନ୍ତୁ ପରୀକ୍ଷାରୁ ଉଦ୍ଧାରପ୍ରାପ୍ତ ବ୍ୟକ୍ତି ପରି ସେ ନିଜେ ରକ୍ଷା ପାଇବ। Viz kapitolaପବିତ୍ର ବାଇବଲ15 କିନ୍ତୁ ଯେଉଁ ଲୋକର କାର୍ଯ୍ୟ ନିଆଁରେ ଭସ୍ମ ହୋଇଯିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସେହି ଜ୍ୱଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହେବ। Viz kapitola |