୧ କରିନ୍ଥୀୟ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ। Viz kapitolaଓଡିଆ ବାଇବେଲ17 ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ । Viz kapitolaପବିତ୍ର ବାଇବଲ (CL) NT (BSI)17 କେହି ଯଦି ଈଶ୍ୱରଙ୍କ ମନ୍ଦିରକୁ ଧ୍ୱଂସ କରେ, ଈଶ୍ୱର ତାକୁ ଧ୍ୱଂସ କରିବେ। କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର ଏବଂ ତୁମ୍ଭେମାନେ ସେହି ମନ୍ଦିର। Viz kapitolaପବିତ୍ର ବାଇବଲ17 ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ। Viz kapitola |