୧ କରିନ୍ଥୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ? Viz kapitolaଓଡିଆ ବାଇବେଲ4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ ? Viz kapitolaପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ମଧ୍ୟରୁ କେହି ଯେତେବେଳେ କୁହେ, ‘ମୁଁ ପାଉଲଙ୍କର’, ଆଉ କେହି କୁହେ, ‘ମୁଁ ଆପୋଲୋଙ୍କର’, ସେତେବେଳେ କ’ଣ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଆଚରଣ କରୁ ନାହଁ? Viz kapitolaପବିତ୍ର ବାଇବଲ4 ତୁମ୍ଭମାନଙ୍କ ଭିତରେ ଜଣେ କହୁଛି, “ମୁଁ ପାଉଲଙ୍କ ଅନୁଗାମୀ,” ଆଉ ଜଣେ କହୁଛି “ମୁଁ ଆପଲ୍ଲଙ୍କ ଅନୁଗାମୀ,” ଏଭଳି କହିବା ଦ୍ୱାରା ତୁମ୍ଭେମାନେ ଜାଗତିକ ମଣିଷ ଭଳି ଆଚରଣ କରୁଛ। Viz kapitola |