୧ କରିନ୍ଥୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ। Viz kapitolaଓଡିଆ ବାଇବେଲ5 ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)5 ଆପୋଲୋ କିଏ? ଅଥବା ପାଉଲ କିଏ? ଆମ୍ଭେମାନେ ଈଶ୍ୱରଙ୍କ ସେବକ ମାତ୍ର। ତୁମ୍ଭମାନଙ୍କୁ ବିଶ୍ୱାସୀ କରିବାରେ ଆମେ ସାହାଯ୍ୟ କରୁଛୁ। ଈଶ୍ୱର ଆମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ଯେଉଁ କାର୍ଯ୍ୟରେ ନିଯୁକ୍ତ କରିଛନ୍ତି, ଆମେ ସେହି କାର୍ଯ୍ୟ କରିଛୁ। Viz kapitolaପବିତ୍ର ବାଇବଲ5 ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ। Viz kapitola |