୧ କରିନ୍ଥୀୟ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ। Viz kapitolaଓଡିଆ ବାଇବେଲ1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)1 ତୁମେ ଆମକୁ ଈଶ୍ୱରଙ୍କ ସେବକ ବୋଲି ବିବେଚନା କରିବା ଉଚିତ୍। ଈଶ୍ୱର ଆମକୁ ଐଶ୍ୱରିକ ନିଗୂଢ଼ ତତ୍ତ୍ୱର ତତ୍ତାବଧାରକ କରିଛନ୍ତି। Viz kapitolaପବିତ୍ର ବାଇବଲ1 ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି। Viz kapitola |