୧ କରିନ୍ଥୀୟ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହିସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହିସମସ୍ତ ଲେଖୁଅଛି। Viz kapitolaଓଡିଆ ବାଇବେଲ14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)14 ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ମୁଁ ଏସବୁ କଥା ଲେଖୁ ନାହିଁ। ତୁମ୍ଭେମାନେ ମୋର ପ୍ରିୟ ସନ୍ତାନ ହୋଇ ଥିବାରୁ ପରାମର୍ଶ ଓ ଚେତନା ଦେବା ପାଇଁ ଏ ସବୁ ଲେଖୁଅଛି। Viz kapitolaପବିତ୍ର ବାଇବଲ14 ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁ ନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚେତନ କରାଉଛି। Viz kapitola |