୧ କରିନ୍ଥୀୟ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ଭଣ୍ତାରଘରିଆ ବିଷୟରେ ଏହା ନିତା; ଆବଶ୍ୟକ, ଯେପରି ସେ ବିଶ୍ଵସ୍ତ ଦେଖାଯାଏ। Viz kapitolaଓଡିଆ ବାଇବେଲ2 ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ । Viz kapitolaପବିତ୍ର ବାଇବଲ (CL) NT (BSI)2 ଏହିପରି ଦାୟିତ୍ୱ ଗ୍ରହଣ କରିଥିବା ବ୍ୟକ୍ତି ନିଜ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ହେବା ଏକାନ୍ତ ଆବଶ୍ୟକ। Viz kapitolaପବିତ୍ର ବାଇବଲ2 ଯେଉଁ ଲୋକମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ସେମାନେ ଯେ ଏଥିର ଯୋଗ୍ୟ ଏହା ଦର୍ଶାଇବା ଉଚିତ୍। Viz kapitola |