୧ କରିନ୍ଥୀୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ତୁମ୍ଭମାନଙ୍କ ଦ୍ଵାରା କିମ୍ଵା କୌଣସି ଲୌକିକ ବିଚାରସଭା ଦ୍ଵାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। Viz kapitolaଓଡିଆ ବାଇବେଲ3 କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋ' ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)3 ଏ ବିଷୟରେ ତୁମ ଦ୍ୱାରା କିମ୍ବ ଯେକୌଣସି ମାନବିମ ବିଚାରାଳୟ ଦ୍ୱାରା ବିଚାରିତ ହେବା ପାଇଁ ମୁଁ ଚିନ୍ତିତ ନୁହେଁ, ଏପରି କି ମୁଁ ନିଜେ ମଧ୍ୟ ନିଜର ବିଚାର କରୁ ନାହିଁ। Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ ଯଦି ମୋର ବିଗ୍ଭର କର କିଅବା କୌଣସି ଅଦାଲତ, ଯଦି ମୋର ବିଗ୍ଭର କରେ, ତେବେ ମୁଁ ତାହାକୁ ଆଦୌ ଖାତିରି କରେ ନାହିଁ। ଏପରି କି ମୋ’ ନିଜର ବିଗ୍ଭର ମଧ୍ୟ ମୁଁ କରେ ନାହିଁ। Viz kapitola |