୧ କରିନ୍ଥୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ? Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ? Viz kapitolaଓଡିଆ ବାଇବେଲ2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥି ନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)2 ତଥାପି ତୁମ୍ଭେମାନେ କିପରି ନିଜ ବିଷୟରେ ଗର୍ବ କରି ପାରୁଛ? ପ୍ରକୃତ ପକ୍ଷରେ ତୁମ୍ଭେମାନେ ଲଜ୍ଜିତ ହୋଇ ସେହି ଭଳି ଲୋକକୁ ତୁମ ମଧ୍ୟରୁ ବହିଷ୍କାର କରିଦେବା ଉଚିତ୍। Viz kapitolaପବିତ୍ର ବାଇବଲ2 ତଥାପି ମଧ୍ୟ ତୁମ୍ଭେମାନେ ଏହିସବୁ ପାଇଁ ଗର୍ବୀ। ତୁମ୍ଭେମାନେ ଏଥିପାଇଁ ଦୁଃଖିତ ହେବା ଉଚିତ୍। ଯିଏ ଏପରି ବ୍ୟଭିଗ୍ଭର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦେବା ଉଚିତ୍। Viz kapitola |