୧ କରିନ୍ଥୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ଵାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୋଟୀ ଦ୍ଵାରା ପର୍ବ ପାଳନ କରୁ। Viz kapitolaଓଡିଆ ବାଇବେଲ8 ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)8 ତେଣୁ ଆସ, ଆମେ ପାପ ଓ ଦୁଷ୍ଟତାରୂପ ପୁରୁଣା ଖମୀର ପରିତ୍ୟାଗ କରିବା ଏବଂ ଖମୀର ଶୂନ୍ୟ ରୋଟୀ ଦ୍ୱାରା ଅର୍ଥାତ୍ ସତ୍ୟତା ଓ ସରଳତାରୂପ ରୋଟୀ ଦ୍ୱାରା ଏହି ଉତ୍ସବ ପାଳନ କରିବା। Viz kapitolaପବିତ୍ର ବାଇବଲ8 ଅତଏବ, ଆସ ଆମ୍ଭେମାନେ ନିସ୍ତାରପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସେହି ପୁରୁଣା ଖମୀରଯୁକ୍ତ ରୋଟୀ ନୁହେଁ। ସେହି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସେହି ରୋଟୀ ଖାଇବା ଯେଉଁଥିରେ ଖମୀର ମିଶା ହୋଇ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ୟର ରୋଟୀ। Viz kapitola |