୧ କରିନ୍ଥୀୟ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ”। Viz kapitolaଓଡିଆ ବାଇବେଲ16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ"। Viz kapitolaପବିତ୍ର ବାଇବଲ (CL) NT (BSI)16 ତୁମେ ବୋଧହୁଏ ଜାଣ ନାହିଁ, ଯିଏ ଗଣିକା ସହିତ ମିଳିତ ହୁଏ, ସେ ତା’ ସହିତ ଶାରୀରିକଭାବେ ଏକାଙ୍ଗ ହୋଇଯାଏ? ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।” Viz kapitolaପବିତ୍ର ବାଇବଲ16 ଶାସ୍ତ୍ରରେ ଲେଖାଅଛି “ଉଭୟ ଏକ ହେବେ।” ଅତଏବ ତୁମ୍ଭେମାନେ ଜାଣିବା ଉଚିତ୍ ଯେ ବେଶ୍ୟାଗମନ କରୁଥିବା ଜଣେ ଲୋକ ଶାରୀରିକ ଭାବରେ ତା’ ସହିତ ଏକ ହୁଏ। Viz kapitola |