୧ କରିନ୍ଥୀୟ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaଓଡିଆ ବାଇବେଲ3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)3 ଆମେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଚାର କରିବା, ଏହା କ’ଣ ଜାଣ ନାହିଁ? ତେବେ ଜାଗତିକ ମାମଲାଗୁଡ଼ିକର ମୀମାଂସା କରିବା, ଆମ ପକ୍ଷରେ ଅଧିକ ସହଜ ହେବ ନାହିଁ କି? Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଭବିଷ୍ୟତରେ ଆମ୍ଭେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଗ୍ଭର କରିବା। ତା'ହେଲେ ନିଶ୍ଚିତରେ ତୁମ୍ଭେମାନେ ଏହି ଜାଗତିକି ବିଷୟ ଗୁଡ଼ିକର ବିଗ୍ଭର କରି ପାରିବ। Viz kapitola |