୧ କରିନ୍ଥୀୟ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ। Viz kapitolaଓଡିଆ ବାଇବେଲ8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)8 ଏହା କରିବା ପରିବର୍ତ୍ତେ ପରସ୍ପର ପ୍ରତି ଏପରି କି ନିଜ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରି ସେମାନଙ୍କୁ ପ୍ରବଞ୍ଚନା କରୁଛ। Viz kapitolaପବିତ୍ର ବାଇବଲ8 ତା’ ପରିବର୍ତ୍ତେ ତୁମ୍ଭେମାନେ ନିଜେ ନିଜ ପ୍ରତି ଅନ୍ୟାୟ କରୁଛ ଓ ଠକୁଛ। ଖ୍ରୀଷ୍ଟରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରୁଛ। Viz kapitola |