୧ କରିନ୍ଥୀୟ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ଵର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ଵାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ତଳୀରେ ଏହିପ୍ରକାର ଆଦେଶ ଦିଏ। Viz kapitolaଓଡିଆ ବାଇବେଲ17 କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ । Viz kapitolaପବିତ୍ର ବାଇବଲ (CL) NT (BSI)17 ଈଶ୍ୱର ଯାହାକୁ ଯେପରି ଅନୁଗ୍ରହ କରିଛନ୍ତି ଓ ଯାହାକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଛନ୍ତି, ସେ ସେହିପରି ଭାବରେ ଜୀବନ ଯାପନ କରିବା ଉଚିତ୍। ଏହି ନିର୍ଦ୍ଦେଶ ମୁଁ ସବୁ ମଣ୍ଡଳୀକୁ ଦେଇଥାଏ। Viz kapitolaପବିତ୍ର ବାଇବଲ17 ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ। Viz kapitola |