୧ କରିନ୍ଥୀୟ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସୁନ୍ନତ କିଛି ନୁହେଁ, ପୁଣି ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ଵରଙ୍କ ଆଜ୍ଞା ପାଳନ ହିଁ ସାର। Viz kapitolaଓଡିଆ ବାଇବେଲ19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ୱରଙ୍କ ଆଜ୍ଞା ପାଳନ ହିଁ ସାର । Viz kapitolaପବିତ୍ର ବାଇବଲ (CL) NT (BSI)19 ଅସୁନ୍ନତ ଲୋକ ଯଦି ଈଶ୍ୱରଙ୍କ ଆହ୍ୱାନ ପାଏ, ସେ ଆଉ ସୁନ୍ନତ ନ ହେଉ, କାରଣ ସୁନ୍ନତ ହେବା ବା ନ ହେବାରେ କିଛି ମୂଲ୍ୟ ନାହିଁ। ମୁଖ୍ୟ ବିଷୟ ହେଉଛି, ଈଶ୍ୱରଙ୍କ ଆଦେଶ ପାଳନ କରିବା। Viz kapitolaପବିତ୍ର ବାଇବଲ19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ। Viz kapitola |