Online Bible

- Reklamy -




୧ କରିନ୍ଥୀୟ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।

Viz kapitola kopírovat

ଓଡିଆ ବାଇବେଲ

24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ୱରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଭାଇମାନେ, ତୁମ୍ଭେମାନେ ଯେଉଁ ଅବସ୍ଥାରେ ଆହୂତ ହୋଇଛ, ସେହି ଅବସ୍ଥାରେ ଈଶ୍ୱରଙ୍କ ସାହଚର୍ଯ୍ୟ ଲାଭ କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ

24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ।

Viz kapitola kopírovat




୧ କରିନ୍ଥୀୟ 7:24

Následuj nás:

Reklamy


Reklamy