Online Bible

- Reklamy -




୧ କରିନ୍ଥୀୟ 7:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।

Viz kapitola kopírovat

ଓଡିଆ ବାଇବେଲ

34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ତେଣୁ ସେ ଦୁଇଟି ଆକର୍ଷଣର ବଶବର୍ତ୍ତୀ। ଅବିବାହିତ ସ୍ତ୍ରୀ ବା କୁମାରୀ; ପ୍ରଭୁଙ୍କ କାର୍ଯ୍ୟରେ ମନୋଯୋଗୀ ହୁଏ, କାରଣ ଶାରୀରିକ ଓ ଆତ୍ମିକ ଭାବରେ ସେ ନିଜକୁ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କରି ଦେବାକୁ ଚାହେଁ। କିନ୍ତୁ ବିବାହିତ ନାରୀ ଜାଗତିକ ବିଷୟ ନେଇ ବ୍ୟସ୍ତ, କାରଣ ସ୍ୱାମୀକୁ ସନ୍ତୁଷ୍ଟ କରିବା ତା’ର ଲକ୍ଷ୍ୟ।

Viz kapitola kopírovat

ପବିତ୍ର ବାଇବଲ

34 ସେ ତା'ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠାରେ ସମର୍ପିତ କରିପାରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତାରେ ମାତି ରହି, ନିଜ ସ୍ୱାମୀକୁ ସନ୍ତୁଷ୍ଟ କରିବାରେ ବ୍ୟସ୍ତ ରୁହେ।

Viz kapitola kopírovat




୧ କରିନ୍ଥୀୟ 7:34

Následuj nás:

Reklamy


Reklamy