୧ କରିନ୍ଥୀୟ 7:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ, ଯଦି କୌଣସି ଲୋକ ନିଜ କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହାପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ। Viz kapitolaଓଡିଆ ବାଇବେଲ36 କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)36 ବିବାହ ନିର୍ବନ୍ଧ ହୋଇଯିବା ପରେ, ପୁରୁଷ ଯଦି ମନେ କରେ ଯେ ତା’ର ବାଗ୍ଦତ୍ତା ସ୍ତ୍ରୀ ପ୍ରତି ସେ ସଂଯତ ଆଚରଣ କରିପାରୁ ନାହିଁ, ଯଦି ତା’ର କାମାଭିଳାଷ ପ୍ରବଳ ହୁଏ ଓ ତାହା ପକ୍ଷରେ ବିବାହ କରିବା ନିତାନ୍ତ ପ୍ରୟୋଜନ ହୋଇପଡ଼େ, ତେବେ ତା’ର ଇଚ୍ଛା ଅନୁଯାୟୀ ସେମାନେ ବିବାହ କରନ୍ତୁ। ଏଥିରେ କୌଣସି ପାପ ନାହିଁ। Viz kapitolaପବିତ୍ର ବାଇବଲ36 ଯଦି କେହି ନିଜର କନ୍ୟା ଗତବୟସ୍କା ହେବାର ଦେଖି ଭାବେ ଯେ, ସେ ନିଜ କୁମାରୀ କନ୍ୟା ପ୍ରତି ଉଚିତ୍ ବ୍ୟବହାର କରୁ ନାହିଁ, ଓ ଭାବେ ଯେ କନ୍ୟାର ବିବାହ ଆବଶ୍ୟକ, ତେବେ ସେ ଯେପରି ଗ୍ଭହେଁ ସେହିପରି କରିପାରେ। ସେମାନଙ୍କର ବିବାହ କରିଦେବା ଉଚିତ୍। ଏହା ପାପ ନୁହେଁ। Viz kapitola |