୧ କରିନ୍ଥୀୟ 7:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ସ୍ଵାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ଵାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ଵାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ଵାଧୀନ। Viz kapitolaଓଡିଆ ବାଇବେଲ39 ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ । Viz kapitolaପବିତ୍ର ବାଇବଲ (CL) NT (BSI)39 ସ୍ୱାମୀ ବଞ୍ଚିଥିବା ପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାଧୀନ ନୁହେଁ। ସ୍ୱାମୀର ମୃତ୍ୟୁ ପରେ ସେ ଇଚ୍ଛାନୁଯାୟୀ ପୁନର୍ବିବାହ କରିପାରେ; କିନ୍ତୁ ଯାହାକୁ ବିବାହ କରିବ, ସେ ଖ୍ରୀଷ୍ଟବିଶ୍ୱାସୀ ହେବା ଆବଶ୍ୟକ। Viz kapitolaପବିତ୍ର ବାଇବଲ39 ଜଣେ ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ସେ ତା’ ସହିତ ରହିବା ପାଇଁ ବାଧ୍ୟ। ସ୍ୱାମୀ ମରିଗଲା ପରେ ସେ ଯେକୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ୱାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପୂର୍ଣ୍ଣ ବିଶ୍ୱସ୍ତ ହେବା ଉଚିତ୍। Viz kapitola |