୧ କରିନ୍ଥୀୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହିପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। Viz kapitolaଓଡିଆ ବାଇବେଲ12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)12 ଏହିପରି ଭାବରେ ତୁମ ସହବିଶ୍ୱାସୀମାନଙ୍କ ବିରୁଦ୍ଧରେ ପାପ କରି ତୁମେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରିବ ଏବଂ ସେହି ଭାଇମାନଙ୍କ ଦୁର୍ବଳ ବିବେକକୁ ଆଘାତ ଦେବ। Viz kapitolaପବିତ୍ର ବାଇବଲ12 ତୁମ୍ଭେମାନେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧରେ ପାପ କରୁଛ, ଓ ସେମାନେ ଭୁଲ୍ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସେମାନଙ୍କ ବିବେକକୁ ଆଘାତ ଦେଉଛ। ଏହା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ମଧ୍ୟ ପାପ କରୁଛ। Viz kapitola |