୧ କରିନ୍ଥୀୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ଵର ବିନା ଦ୍ଵିତୀୟ ନାହିଁ। Viz kapitolaଓଡିଆ ବାଇବେଲ4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)4 ପ୍ରତିମାର ପ୍ରସାଦ ସେବନ ବିଷୟରେ ଆମେ ଜାଣୁ ଯେ, ଏ ଜଗତରେ ପ୍ରତିମାର କୌଣସି ପ୍ରକୃତ ଅସ୍ତିତ୍ୱ ନାହିଁ। ଆମ ଈଶ୍ୱର ହିଁ ଏକମାତ୍ର ଈଶ୍ୱର। Viz kapitolaପବିତ୍ର ବାଇବଲ4 ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। Viz kapitola |