୧ କରିନ୍ଥୀୟ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟକରୁଅଛୁ। Viz kapitolaଓଡିଆ ବାଇବେଲ12 ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କ'ଣ ଆହୁରି ଅଧିକ ନୋହୁଁ ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ୍ଭମାନଙ୍କଠାରୁ ଏପରି ଆଶା କରିବା ପାଇଁ ଅନ୍ୟମାନଙ୍କର ଅଧିକାର ଅଛି। ତେବେ ଆମ ଅଧିକାର କ’ଣ ସେମାନଙ୍କଠାରୁ ଅଧିକ ନୁହେଁ? ଆମେ ଏହି ଅଧିକାରକୁ ପ୍ରୟୋଗ କରି ନାହୁଁ। କିନ୍ତୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାରରେ କୌଣସି ବାଧା ସୃଷ୍ଟି ନ କରିବା ପାଇଁ ଆମେ ସବୁ ସହ୍ୟ କରି ଯାଉଛୁ। Viz kapitolaପବିତ୍ର ବାଇବଲ12 ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ। Viz kapitola |