୧ କରିନ୍ଥୀୟ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି। Viz kapitolaଓଡିଆ ବାଇବେଲ19 କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି । Viz kapitolaପବିତ୍ର ବାଇବଲ (CL) NT (BSI)19 ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି, କାହାରି କ୍ରୀତଦାସ ନୁହେଁ, ତଥାପି ଅନେକଙ୍କୁ ଲାଭ କରିବା ପାଇଁ ମୁଁ ସମସ୍ତଙ୍କର ଦାସ ହୋଇଅଛି। Viz kapitolaପବିତ୍ର ବାଇବଲ19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। Viz kapitola |