୧ କରିନ୍ଥୀୟ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେପରି ମୁଁ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେହେଁ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା-ବିହୀନ ପରି ହେଲି। Viz kapitolaଓଡିଆ ବାଇବେଲ21 ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି । Viz kapitolaପବିତ୍ର ବାଇବଲ (CL) NT (BSI)21 ସେହିପରି ଅଣଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ମଧ୍ୟରେ କାର୍ଯ୍ୟ କରିବାବେଳେ ଅଣଇହୁଦୀମାନଙ୍କ ପରି ବ୍ୟବସ୍ଥା ବହିର୍ଭୂତ ଆଚରଣ କରିଛି। ଏହାର ଅର୍ଥ ନୁହେଁ ଯେ, ମୁଁ ଈଶ୍ୱରଙ୍କ ବିଧିବିଧାନ ପାଳନ କରେ ନାହିଁ। ପ୍ରକୃତରେ ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। Viz kapitolaପବିତ୍ର ବାଇବଲ21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। Viz kapitola |