Online Bible

- Reklamy -




୧ କରିନ୍ଥୀୟ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?

Viz kapitola kopírovat

ଓଡିଆ ବାଇବେଲ

7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଜଣେ ସୈନିକ ନିଜର ଖର୍ଚ୍ଚ ନିଜେ ବହନ କରିଥାଏ କି? ଚାଷୀ କ’ଣ ନିଜ ଅଙ୍ଗୁର ବଗିଚାର ଫଳ ଖାଏ ନାହିଁ, ଅଥବା ମେଷପାଳକ ନିଜ ମେଷର ଦୁଗ୍ଧ ପାନ କରେ ନାହିଁ?

Viz kapitola kopírovat

ପବିତ୍ର ବାଇବଲ

7 ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?

Viz kapitola kopírovat




୧ କରିନ୍ଥୀୟ 9:7

Následuj nás:

Reklamy


Reklamy