୧ କରିନ୍ଥୀୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖାଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ଈଶ୍ବର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ।” ଈଶ୍ଵର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି? Viz kapitolaଓଡିଆ ବାଇବେଲ9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, "ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ"। ଈଶ୍ୱର କ'ଣ ବଳଦ ବିଷୟରେ ଚିନ୍ତା କରନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)9 ମୋଶାଙ୍କ ବ୍ୟବସ୍ଥାରେ ଉଲ୍ଲେଖ ଅଛି, “ବେଙ୍ଗଳା ପକାଉ ଥିବା ବଳଦର ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ଈଶ୍ୱର କ’ଣ କେବଳ ବଳଦର କଥା ଚିନ୍ତା କରୁଛନ୍ତି? Viz kapitolaପବିତ୍ର ବାଇବଲ9 ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।” ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା। Viz kapitola |