୧ ଯୋହନ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ। Viz kapitolaଓଡିଆ ବାଇବେଲ10 ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)10 ଅତଏବ, ଯେ କେହି ଈଶ୍ୱରଙ୍କର ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ତା’ ଅନ୍ତରେ ସେ ଈଶ୍ବରଙ୍କ ସାକ୍ଷ୍ୟ ଉପଲବ୍ଧି କରିଛି। ନିଜେ ଈଶ୍ବର ସାକ୍ଷୀ ହୋଇ ତାଙ୍କ ପୁତ୍ରଙ୍କ ବିଷୟରେ ଯାହା କହିଛନ୍ତି, ଏଥିରେ ଯେ ବିଶ୍ୱାସ କରେ ନାହିଁ, ସେ ଈଶ୍ବରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛି। Viz kapitolaପବିତ୍ର ବାଇବଲ10 ପରମେଶ୍ୱରଙ୍କର ପୁତ୍ରଙ୍କୁ ବିଶ୍ୱାସ କରୁଥିବା ବ୍ୟକ୍ତି ନିଜ ହୃଦୟରେ ସେହି ବାକ୍ୟ ସାକ୍ଷ୍ୟ ପାଇଅଛି। ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁ ନ ଥିବା ବ୍ୟକ୍ତି ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରିଦିଏ, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ସମ୍ବନ୍ଧରେ ଯାହା କହିଛନ୍ତି, ସେ ତାହା ବିଶ୍ୱାସ କରେ ନାହିଁ। Viz kapitola |