୧ ଯୋହନ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। Viz kapitolaଓଡିଆ ବାଇବେଲ19 ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)19 ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର। Viz kapitolaପବିତ୍ର ବାଇବଲ19 ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ୱରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣରେ ଅଛି। Viz kapitola |