୧ ଯୋହନ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ। Viz kapitolaଓଡିଆ ବାଇବେଲ4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ । Viz kapitolaପବିତ୍ର ବାଇବଲ (CL) NT (BSI)4 କାରଣ ତାଙ୍କର ସନ୍ତାନମାନେ ଏହି ଜଗତକୁ ପରାସ୍ତ କରିବାକୁ ଶକ୍ତି ଲାଭ କରିଛନ୍ତି ବିଶ୍ୱାସ ବଳରେ ଆମେ ଜଗତ ଉପରେ ବିଜୟ ଲାଭ କରି ପାରିବା। Viz kapitolaପବିତ୍ର ବାଇବଲ4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି। Viz kapitola |