1 ରାଜାବଳୀ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ସେ ତାଙ୍କୁ କହିଲା, ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ। Viz kapitolaଓଡିଆ ବାଇବେଲ17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୁ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ।” Viz kapitolaପବିତ୍ର ବାଇବଲ17 ବତ୍ଶେବା କହିଲେ, “ହେ ମୋର ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, ‘ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ସେ ମୋ’ ସିଂହାସନରେ ବସିବ’। Viz kapitola |