1 ରାଜାବଳୀ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଣୁ ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ଵେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Viz kapitolaଓଡିଆ ବାଇବେଲ2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Viz kapitolaପବିତ୍ର ବାଇବଲ2 ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।” Viz kapitola |