Online Bible

- Reklamy -




1 ରାଜାବଳୀ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଣୁ ସେମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

23 ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”

Viz kapitola kopírovat

ପବିତ୍ର ବାଇବଲ

23 ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, “ଭବିଷ୍ୟ‌ଦ୍‌ବକ୍ତା ନାଥନ ଏଠାରେ ଉପସ୍ଥିତ।” ତା'ପରେ ନାଥନ ରାଜାଙ୍କ ସମ୍ମୁଖକୁ ଯାଇ ତାଙ୍କୁ ନତମସ୍ତକ ହୋଇ ପ୍ରଣାମ କଲେ।

Viz kapitola kopírovat




1 ରାଜାବଳୀ 1:23

Následuj nás:

Reklamy


Reklamy