1 ରାଜାବଳୀ 1:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ। Viz kapitolaଓଡିଆ ବାଇବେଲ37 ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ। Viz kapitolaପବିତ୍ର ବାଇବଲ37 ସଦାପ୍ରଭୁ ଯେପରି ମୋର ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ସଦାପ୍ରଭୁ ଶଲୋମନଙ୍କର ମଧ୍ୟ ସହବର୍ତ୍ତୀ ହୁଅନ୍ତୁ। ରାଜା ଶଲୋମନଙ୍କର ରାଜ୍ୟ ମୋର ମହାରାଜଙ୍କର ରାଜ୍ୟଠାରୁ ଅଧିକ ବଡ଼ ଓ ଅଧିକ ଶକ୍ତିଶାଳୀ ହେଉ।” Viz kapitola |